ଜୱାଦ୍‌ ଅପଡେଟ୍‌: ଓଡ଼ିଶାରେ ଲ୍ୟାଣ୍ଡଫଲ୍‌ କରିନପାରେ ବାତ୍ୟା !

ଭୁବନେଶ୍ୱର, ୦୪/୧୨: ବାତ୍ୟା ଜୱାଦ୍‌ ଏବେ ୩ କିମି ବେଗରେ ଉତ୍ତରରେ ଗତି କରୁଛି ।

 

ଯାାହାକୁ ନେଇ ଦିଗ ବଦଳାଇ ପାରେ ବୋଲି ଅନୁମାନ କରାଯାଉଛି । ଭାରତୀୟ ପାଣିପାଗ ବିଭାଗ ବା ଆଇଏମ୍‌ଡି ଏନେଇ ପ୍ରକାଶ କରିଥିବା ବେଳେ ସ୍ୱତନ୍ତ୍ର ରିଲିଫ୍‌ କମିଶନର୍‌ ପ୍ରଦୀପ ଜେନା ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି ।

Spread the love