ପଦ୍ମଶ୍ରୀ ନନ୍ଦ ସାରଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର

ଭୁବନେଶ୍ବର ୦୪/୧୨ : ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟିଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ହୋଇପଡିଛି । ଫଳରେ ତାଙ୍କୁ ଯାଜପୁର ଟାଟା ମେମୋରିଆଲ ହସ୍ପିଟାଲରୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । କରୋନାରେ ଆକ୍ରାନ୍ତ ହେବାପରେ ତାଙ୍କୁ ଯାଜପୁର ସ୍ଥିତ ଟାଟା ମେମୋରିଆଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ଶନିବାର ସ୍ବାସ୍ଥ୍ୟବସ୍ଥା ବିଗିଡିପାରୁ ନନ୍ଦ ସାରଙ୍କୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି ।

Spread the love