କଂଗ୍ରେସରୁ ବହିଷ୍କୃତ ହେଲେ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝି

ଭୁବନେଶ୍ବର ୬।୧୨: କଂଗ୍ରେସରୁ ବହିଷ୍କୃତ ହେଲେ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝି । ଦଳ ବିରୋଧୀ କାର୍ଯ୍ୟ, ବିଶୃଙ୍ଖଳିତ ଆଚରଣ ପାଇଁ ବହିଷ୍କୃତ ହୋଇଛନ୍ତି । ତଳସରାରୁ କଂଗ୍ରେସର ପୂର୍ବତନ ବିଧାୟକ ଥିଲେ ।

୨୦୦୬ ଉପନିର୍ବାଚନରେ ପ୍ରଫୁଲ୍ଲ ମାଝି ତଳସରାରେ ବିଜୟୀ ହୋଇଥିଲେ । ଏହାପରଠାରୁ ସେ ୨୦୦୯ ଓ ୨୦୧୪ରେ ବିଜୟୀ ହୋଇଥିଲେ ।  ୨୦୧୯ରେ ବିଜେପି ପ୍ରାର୍ଥୀ ଭବାନୀ ଶଙ୍କର ଭୋଇଙ୍କଠାରୁ ହାରିଯାଇଥିଲେ ପ୍ରଫୁଲ୍ଲ ମାଝି ।

Spread the love