ଗୃହରେ ଉପସ୍ଥାପିତ ହେଲା ସିଏଜି ରିପୋର୍ଟ, ଉପସ୍ଥାପନ କଲେ ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ

ଭୁବନେଶ୍ବର ୧୦।୧୨: ବିଧାନସଭାରେ ଉପସ୍ଥାପିତ ହେଲା ସିଏଜି ରିପୋର୍ଟ । ସାଧାରଣ, ସାମାଜିକ ଓ ରାଜସ୍ବ କ୍ଷେତ୍ରର ରିପୋର୍ଟ ଗୃହରେ ଉପସ୍ଥାପନ କଲେ ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ । ୨୦୨୦-୨୧ ଆର୍ଥିକ ବର୍ଷର ସିଏଜି ରିପୋର୍ଟ ବିଧାନସଭାରେ ଉପସ୍ଥାପିତ ହୋଇଛି । ରାଜ୍ୟର ଆଇନ ସେବା ପ୍ରାଧିକରଣର ବାର୍ଷିକ ହିସାବ ରିପୋର୍ଟ ଉପସ୍ଥାପନ ହୋଇଛି ।

Spread the love