କରୋନାରେ ସଂକ୍ରମିତ ବିହାର ମୁଖ୍ୟମନ୍ତ୍ରୀ

ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଡାକ୍ତରଙ୍କ ପରାମର୍ଶରେ ସେ ଏବେ ହୋମ ଆଇସୋଲେସନରେ ଅଛନ୍ତି। ଏଥିସହିତ ସମସ୍ତଙ୍କୁ କରୋନା ଅନୁକୁଳ କଟକଣାକୁ ପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ଟ୍ୱିଟ୍ କରି ସୂଚନା ପ୍ରଦାନ କରାଯାଇଛି।

Spread the love