ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କରୋନା ପଜିଟିଭ

ଭାରତର  ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ରାଜନାଥ ସିଂହଙ୍କଠାରେ ସାମାନ୍ୟ ଲକ୍ଷଣ ଦେଖା ଦେଇଥିବାବେଳେ ଏବେ ସେ ହୋମ କ୍ୱାରେଣ୍ଟାଇନରେ ଅଛନ୍ତି। ଏଥିସହିତ ଗତ କିଛିଦିନ ହେବ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କୁ କରୋନା ଟେଷ୍ଟ କରାଇବା ସହ ଆଇସୋଲେଟ ହେବାକୁ ପରାମର୍ଶ ଦେଇଛନ୍ତି। ଏନେଇ ନିଜେ ରାଜନାଥ ସିଂହ ଟ୍ୱିଟ୍ କରି ସୂଚନା ପ୍ରଦାନ କରିଛନ୍ତି।

Spread the love