News ରାଜ୍ୟ ଆଜି ଶିମିଳିପାଳ ଅଭୟାରଣ୍ୟ ବନ୍ଦ February 4, 2022February 4, 2022 Satya Mayurbjanj, state ବାରିପଦା: ଆଜି ଶିମିଳିପାଳ ଅଭୟାରଣ୍ୟ ବନ୍ଦ ରହିବ ବୋଲି ଜଣାଯାଇଛି। ପଶ୍ଚିମା ଝଡ଼ ପ୍ରଭାବରେ ଶିମିଳିପାଳରେ ପ୍ରବଳ ବର୍ଷା ହେଉଛି। କାଳେ ଏହି ସମୟରେ କିଛି ଅଘଟଣ ଘଟିବ, ସେଭଳି ଆଶଙ୍କା କରାଯାଇ ଏବଂ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଆଖି ଆଗରେ ରଖି ଏପରି ପଦକ୍ଷେପ ନିଆଯାଇଥିବା କୁହାଯାଉଛି। ସୂଚନାଯୋଗ୍ୟ, କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳ ଜାତୀୟ ଉଦ୍ୟାନ ୩ ଦିନ ଧରି ବନ୍ଦ ରଖାଯାଇଥିଲା। ଡିସେମ୍ବର ୩୧ରୁ ଜାନୁଆରି ୨ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ପ୍ରବେଶ ମନା ହୋଇଥିଲା। ଏହାପରେ ଶିମିଳିପାଳ ଜାତୀୟ ଉଦ୍ୟାନ ଖୋଲିଥିଲା। Post Views: 377 Spread the love
ସୂଚନାଯୋଗ୍ୟ, କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳ ଜାତୀୟ ଉଦ୍ୟାନ ୩ ଦିନ ଧରି ବନ୍ଦ ରଖାଯାଇଥିଲା। ଡିସେମ୍ବର ୩୧ରୁ ଜାନୁଆରି ୨ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ପ୍ରବେଶ ମନା ହୋଇଥିଲା। ଏହାପରେ ଶିମିଳିପାଳ ଜାତୀୟ ଉଦ୍ୟାନ ଖୋଲିଥିଲା।