ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ଵର ୦୮।୦୨: ଦିନିକିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ।  ଏହି ସମୟରେ ରାଷ୍ଟ୍ରପତି ପୁରୀର ଏକ କାର୍ଯ୍ୟକ୍ରମରେ ଯୋଗଦେବେ । ଫେବୃଆରୀ ୧୯ ତାରଖରେ ଆସି ୨୦ ତାରିଖ ଦିନ ପ୍ରତ୍ୟାବର୍ତ୍ତନ କରିବା ନେଇ ସୂଚନା ମିଳିଛି । 

Spread the love