ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କମେଡି କିଙ୍ଗ କପିଲ ଶର୍ମା

ଭୁବନେଶ୍ୱର: ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କଲେ ପ୍ରଖ୍ୟାତ ହାସ୍ୟ ଅଭିନେତା କପିଲ ଶର୍ମା  । ଭୁବନେଶ୍ୱରରେ କିଛି ଦିନ ହେବ କପିଲ ଏକ ଚଚ୍ଚଚିତ୍ର ସୁଟିଂ କରୁଛନ୍ତି  ।   ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରି ଅନେକ ଆଲୋଚନା କରିଛନ୍ତି କପିଲ ଶର୍ମା  । ଏହି ଅବସରରେ  ଅଭିନେତ୍ରୀ ତଥା ନିର୍ଦ୍ଦେଶିକା  ନନ୍ଦିତା ଦାସ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି  । ଏହି ସୌଜନ୍ୟମୂଳକ ସାକ୍ଷାତକାରରେ ଉପସ୍ଥିତ ରହିଥିଲେ 5T ସଚିବ ଭ

Spread the love