ବସ୍‌ ଓ ଗ୍ୟାସ୍‌ ଟ୍ୟାଙ୍କର ମୁହାଁମୁହିଁ ଧକ୍କା : ଡ୍ରାଇଭର ମୃତ, ୧୫ ଯାତ୍ରୀ ଆହତ

ନୟାଗଡ଼ ୦୨।୦୪ : ବସ୍‌ ଓ ଗ୍ୟାସ୍‌ ଟ୍ୟାଙ୍କର ମୁହାଁମୁହିଁ ଧକ୍କା । ନୟାଗଡ଼ ଜିଲ୍ଲାର ଦଶପଲ୍ଲା ଟାକରା ଘାଟିରେ ଘଟିଛି ଏହି ମର୍ମନ୍ତୁଦ ଦୁର୍ଘଟଣା । ଏଥିରେ ଟ୍ରକ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ବେଳେ ବସ୍‌ ଡ୍ରାଇଭର ଗୁରୁତର ହୋଇଛନ୍ତି । ଏହାସହିତ ବାକି ୧୫ ଜଣ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି । ସମସ୍ତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

Spread the love