ରାଜଧାନୀ ପ୍ରତିଷ୍ଠା ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୧୩/୦୪: ଆଜି ରାଜଧାନୀ ଭୁବନେଶ୍ୱରର ପ୍ରତିଷ୍ଠା ଦିବସ । ୭୪ ତମ ପ୍ରତିଷ୍ଠା ଦିବସ ପାଳୁଛି ରାଜଧାନୀ ଭୁବନେଶ୍ବର । ୧୯୪୮ରେ ଏପ୍ରିଲ ୧୩ରେ ମନ୍ଦିର ମାଳିନୀ ସହର ଭୁବନେଶ୍ବର ଓଡ଼ିଶାର ରାଜଧାନୀ ହୋଇଥିଲା । ଏଭିତରେ ଅନେକ ବଦଳିଛି ଭୁବନେଶ୍ବର ।

Spread the love