ପ୍ରଫୁଲ୍ଲ କରଙ୍କ ବିୟୋଗରେ ଟ୍ୱିଟ୍‌ କରି ଶୋକ ପ୍ରକାଶ କଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର : ଓଡ଼ିଶା ସଂଗୀତ ଜଗତର ଲୋକପ୍ରିୟ ସଂଗୀତ ନିର୍ଦ୍ଦେଶକ, କଣ୍ଠଶିଳ୍ପୀ, ଗୀତିକାର ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଟ୍ବିଟ୍ କରି କହିଛନ୍ତି ଯେମୁଁ ତାଙ୍କ ବିିିୟୋଗ ଖବର ଶୁୁଣି ଦୁଖଃତ ଓ ମମାହତ। ଜୀବନ ବ୍ୟାପୀ ସଂଗୀତ ସାଧନା ପାଇଁ ସେ ଲୋକଙ୍କ ମନରେ ଚିର ସ୍ମରଣୀୟ ରହିବେ ବୋଲି ଟ୍ବିଟ୍ କରିଛନ୍ତି ଧର୍ମେନ୍ଦ୍ର ।

Spread the love