ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ପ୍ରତିଷ୍ଠାତା ସଭାପତି

ଭୁବନେଶ୍ୱର: ପ୍ରଫେସର (ଡ଼ଃ) ମନୋଜରଞ୍ଜନ ନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ଭାରତରେ ଅବସ୍ଥାପିତ ଉରୁଗୁଏର ରାଷ୍ଟ୍ରଦୂତ ଶ୍ରୀଆଲବେଟୋ ଏ ଗୁଆନି| ବିଶ୍ୱବିଦ୍ୟାଳୟର ମୁଖ୍ୟ କାର୍ଯ୍ୟାଳୟରେ ପ୍ରଫେସର ନାୟକଙ୍କ ସହ ସାକ୍ଷାତ ସମୟରେ ଉରୁଗୁଏ ଏବଂ ସୋଆ ମଧ୍ୟରେ ଶିକ୍ଷା ଓ ସାଂସ୍କୃତିକ କ୍ଷେତ୍ରରେ ଆଦାନପ୍ରଦାନ ନେଇ ଆଲୋଚନା ହୋଇଥିଲା। ଏହିସାକ୍ଷାତ ଆଲୋଚନା ସମୟରେ ସୋଆର ନିର୍ଦେଶକ ଡ଼ଃ ମହେନ୍ଦ୍ର ପ୍ରସାଦ ଉପସ୍ଥିତ ଥିଲେ।

ସୋଆ ପରିଚାଳିତ ସ୍କୁଲ ଅଫ ହୋଟେଲ ମ୍ୟାନେଜମେଣ୍ଟ ପକ୍ଷରୁ ଆୟୋଜିତ ‘ଟ୍ରେଣ୍ଡସ ଆଣ୍ଡ ଡିସରପସନ୍ସ ଇନ ହସ୍ପିଟାଲିଟି ଆଣ୍ଡ ଟୁରିସୀମ’ ଶୀର୍ଷକ ଆନ୍ତର୍ଜାତିକ କର୍ମଶାଳାର ଉଦଯାପନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେବାକୁ ଆସିଥିଲେ ଶ୍ରୀ ଗୁଆନି |

Spread the love