ଶରତ ପଟ୍ଟନାୟକ ହେଲେ ରାଜ୍ୟ କଂଗ୍ରେସର ସଭାପତି

ଶରତ ପଟ୍ଟନାୟକ ହେଲେ ରାଜ୍ୟ କଂଗ୍ରେସର ସଭାପତି । ଅଲଇଣ୍ଡିଆ କଂଗ୍ରେସ କମିଟି ପକ୍ଷରୁ ଏନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହାସହ ପୂର୍ବତନ ପିସିସି ନିରଞ୍ଜନ ପଟ୍ଟନାୟକଙ୍କ ଇସ୍ତଫା ପତ୍ର ଗ୍ରହଣ କଲେ ହାଇକମାଣ୍ଡ ।

Spread the love