ଜଷ୍ଟିସ ସଂଜୟ କୁମାର ମିଶ୍ର ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି

 ଭୁବନେଶ୍ୱର : ଜଷ୍ଟିସ ସଂଜୟ କୁମାର ମିଶ୍ର ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି । ତାଙ୍କ ନିଯୁକ୍ତି ନେଇ କେନ୍ଦ୍ର ଆଇନ ଓ ନ୍ୟାୟ ବିଭାଗ ପକ୍ଷରୁ  ବିଜ୍ଞପ୍ତି ପ୍ରକାଶ ପାଇଛି। କାର୍ଯ୍ୟରେ ଯୋଗଦାନ ଦିନଠାରୁ ତାଙ୍କ ନିଯୁକ୍ତିକୁ ଗଣନା କରାଯିବ।

Spread the love