ରାଜ୍ୟପାଳଙ୍କୁ ଭେଟିଲେ ବାଚସ୍ପତି

ଭୁବନେଶ୍ବର: ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ଗତକାଲି ରାଜଭବନରେ ଭେଟିଛନ୍ତି ବିଧାନସଭାର ନୂତନ ବାଚସ୍ପତି ବିକ୍ରମ କେଶରୀ ଆରୁଖ। ବାଚସ୍ପତି ଭାବେ ନିର୍ବାଚିତ ହେବା ପରେ ସୌଜନ୍ୟମୂଳକ ଭାବେ ସେ ରାଜ୍ୟପାଳଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏହି ଅବସରରେ ରାଜ୍ୟପାଳ ପ୍ରଫେସର ଲାଲ ବିଧାନସଭା ସୁରୁଖୁରୁରେ ଚଳାଇବା ନେଇ ବାଚସ୍ପତିଙ୍କୁ ପରାମର୍ଶ ଦେଇଛନ୍ତି।

Spread the love