ରାଜ୍ୟରେ ପୁଣି ବାହାରିଲେ ପଜେଟିଭ

ଭୁବନେଶ୍ୱର  : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୯୧୨୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Spread the love