ଦୁଃଖଦ ଖବର; ବରିଷ୍ଠ ଅଭିନେତା ରାଇମୋହନ ପରିଡାଙ୍କ ଆତ୍ମହତ୍ୟା

ଭୁବନେଶ୍ୱର, ୨୪/୬: ଆଉ ନାହାନ୍ତି ବରିଷ୍ଠ ଓଡ଼ିଆ ଅଭିନେତା ରାଇମୋହନ । ସେ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି ।   ତାଙ୍କ ବାସଭବନରୁ ରାଇମୋହନଙ୍କ ଝୁଲନ୍ତା ମୃତଦେହ ଠାବ  ହୋଇଛି। ଭୁବନେଶ୍ୱର ପ୍ରାଚୀ ବିହାର ଘରୁ ମିଳିଲା ଝୁଲନ୍ତା ମୃତଦେହ । ଘଟଣା ସ୍ଥଳରେ  ମଞ୍ଚେଶ୍ୱର ଥାନା ପୋଲିସ ପହଂଚିଛି । ତେବେ କେଉଁ କାରଣରୁ ରାଇମୋହନ ଆତ୍ମହତ୍ୟା କଲେ ତାହା ଜଣାପଡ଼ିନି ।

Spread the love