ଆଜିର ରାଶିଫଳ

ମେଷ –  ପାରିବାରିକ କ୍ଷେତ୍ରରେ ସମସ୍ୟା ସମାଧାନ ପାଇଁ କୌଣସି ଦୃଢ ପଦକ୍ଷେପ ନେଲେ ଝମେଲା ଅଧିକ ବଢିଯାଇପାରେ । କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ସ୍ୱାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ନିକଟ ସମ୍ପର୍କୀୟ ସହାନୁଭୂତି ଲାଭ କରିବେ ।

ବୃଷ – ବାଟରେ ବନ୍ଧୁ ଠାରୁ ଅର୍ଥ ସାହାଯ୍ୟ ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ଧନ ବଢିବାର ଯୋଗ ଅଛି । ବିଦ୍ୟ କ୍ଷେତ୍ରରେ ଆପଣଙ୍କର ରୁଚି ବଢିବ । ସାମାଜିକ ସ୍ତରରେ ବନ୍ଧୁଙ୍କ ନିକଟରୁ ଯାହା ଓ ଯେତିକି ପାଉଛନ୍ତି ତାହାକୁ ଆଦରର ସହିତ ଗ୍ରହଣ କରିବା ଭଲ ହେବ । ପ୍ରିୟ ପରିଜନଙ୍କ ସହିତ ଖୁବ୍ ମଉଜ କରିବେ ।

ମିଥୁନ – ସ୍ୱାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ନିକଟ ସମ୍ପର୍କୀୟ ସହାନୁଭୂତି ଲାଭ କରିବେ । ବାଟରେ ବନ୍ଧୁ ଠାରୁ ଅର୍ଥ ସାହାର୍ଯ୍ୟ ପାଇ ଖୁସି ହେବେ । କୌଣସି କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନ ରୂପ ନେଇପାରେ ।

କର୍କଟ- ଆଧ୍ୟାତ୍ମିକ କାମରୁ ଆଜିର ଦିନଟି ଆରମ୍ଭ ହେବ । ଆପନ ଟିକେ ଅଧିକ ପରିଶ୍ରମ ବି କରନ୍ତି । ଆଗକୁ ସରକାରୀ ସ୍ତରରେ ବିଶେଷ ଲାଭବାନ୍ ହେବେ ।ପାରିବାରିକ କ୍ଷେତ୍ରରେ ସମସ୍ୟା ସମାଧାନ ପାଇଁ କୌଣସି ଦୃଢ ପଦକ୍ଷେପ ନେଲେ ଝମେଲା ଅଧିକ ବଢିଯାଇପାରେ ।

ସିଂହ – ଦିନଟି ଶୁଭରେ କଟିବ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ମହିଳାମାନେ ଧର୍ମ ପରାୟଣ ହେବେ । ଛାତ୍ରଛାତ୍ରୀମାନେ ପାଠପଢାରେ ମନ ଦେବେ । କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ ।

କନ୍ୟା – ପାରିବାରିକ କ୍ଷେତ୍ରରେ କେହି ଜଣେ ବିନା କାରଣରେ କିଛି ଅଭିଯୋଗ ଆଣିପାରନ୍ତି । ସକାଳୁ ସକାଳୁ କୌଣସି ଶୁଭ ଖବର ପାଇ ମନଟି ଏକପ୍ରକାର ଖୁସି ହୋଇଯିବ । ଦିନଟି ଯଦିଓ ପୂର୍ଣ୍ଣତଃ ମନ୍ଦ ନୁହେଁ ତଥାପି ବୁଝିଲା ଭଳି କାମ ହେବ ।

ତୁଳା – ଦୀର୍ଘଦିନ ହେଲା ଆପଣ ଯାହାକୁ ଭଲ ଭାବୁଛନ୍ତି ସେହି ବ୍ୟକ୍ତିଟି ନିଜର ଫାଇଦା ହାସଲ କରିବା ସକାଶେ ସର୍ବଦା ଚେଷ୍ଟିତ ରହିବ । ରାଜନୀତି କ୍ଷେତ୍ରରେ ବେଶ୍ ଆଦୃତି ସହ ପ୍ରତିଷ୍ଠା ମିଳିବ ।

ବିଛା – ଘର କଥା ନେଇ ସ୍ତ୍ରୀଙ୍କ ସହ ଆଲୋଚନା କରିବେ ଅବଶ୍ୟ ଆପଣଙ୍କ ଆଶଙ୍କା ଅପରାହ୍ନେ ଦୂର ହୋଇଯିବ । ବିଭିନ୍ନ ପ୍ରକାର ରୁଚିବିରୁଦ୍ଧ କାର୍ଯ୍ୟ ମାନସିକ ଅସ୍ଥିରତା ସୃଷ୍ଟି କରିବ । ପାରିବାରିକ କ୍ଷେତ୍ରରେ ଭୁଲ୍ ବୁଝାମଣା ଅଶାନ୍ତିର କାରଣ ହୋଇପାରେ ।

ଧନୁ – ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଚଳିବା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ । କିଛି ଗୁପ୍ତକଥା , କଳାଧନ, କଚେରି ମାମଲା, ଅନ୍ୟମାନଙ୍କ ଘରୋଇ କଥାର ଆଲୋଚନା ସମ୍ପର୍କୀୟ ଅଯଥା ଚିନ୍ତା କରିପାରନ୍ତି ।

ମକର – ଆପଣ ଖର୍ଚ୍ଚାନ୍ତ ହେବେ ସିନା ଆଜି କୌଣସି କାମ ଅଟକିବ ନାହିଁ । ମାଲିମୋକଦ୍ଦମା, ନିର୍ମାଣ, ପରିବହନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ଆର୍ଥିକ ପରିସ୍ଥିତି କ୍ରମଶଃ ବଦଳିଯିବାରୁ ଏକପ୍ରକାର ମନ ହାଲୁକା ହୋଇଯିବ ।

କୁମ୍ଭ – ଆଜି ଯାହା କରନ୍ତୁ କିମ୍ବା ଯୁଆଡେ ଯାଆନ୍ତୁନା କାହିଁକି ଲାଭବାନ୍ ନିଶ୍ଚିତ ହେବେ । ବିବାଦୀୟ ଘଟଣା ଭିନ୍ନ ଆକାର ଧାରଣ କରିବ, ଏଣୁ ସତର୍କ ରହିବା ଭଲ । ପର କଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ, ଯାହାକି ସମସ୍ୟାକୁ ବୃଦ୍ଧି କରିପାରେ ।

ମୀନ – ଦିନଟି ଯଦିଓ ପୂର୍ଣ୍ଣତଃ ମନ୍ଦ ନୁହେଁ ତଥାପି ବୁଝିଲା ଭଳି କାମ ହେବ । ଆପଣ କୌଣସି କ୍ଷେତ୍ରରେ ନିରାଶ ହେବେ ନାହିଁ ଏବଂ ଆପଣଙ୍କ ଲକ୍ଷ୍ୟ ଓ ଉଦ୍ଦେଶ୍ୟ ପୂରଣ ହୋଇପାରିବ । ଆଲୋଚନା ଅନୁଯାୟୀ କାମଗୁଡିକ ସବୁ ଠିକ୍ ଠାକ୍ ହୋଇଯିବ।

Spread the love