ମାଟ୍ରିକ୍ ପରୀକ୍ଷାରେ କୃତକାର୍ଯ୍ୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ଛାତ୍ରଛାତ୍ରୀଙ୍କ ଉଦ୍ୟମ ପ୍ରଶଂସନୀୟ

ଭୁବନେଶ୍ୱର ୦୬/୦୭: ପ୍ରକାଶ ପାଇଛି ମାଟ୍ରିକ୍ ପରୀକ୍ଷା । ଚଳିତ ବର୍ଷ ଛାତ୍ରଛାତ୍ରୀ ଦେଇଥିଲେ ଅଫଲାଇନ୍ ପରୀକ୍ଷା । ତେବେ ଏଥିରେ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା । ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା। ପରୀକ୍ଷା ଦେଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କର ଉଦ୍ୟମ ପ୍ରଶଂସନୀୟ। ଆଶାତୀତ ଫଳାଫଳ ପାଇ ନଥିବା ଛାତ୍ରଛାତ୍ରୀ ମାର୍କ ନିର୍ବିଶେଷରେ ସର୍ବଦା ଆଗକୁ ବଢିବାର ଇଚ୍ଛା ନେଇ ଆତ୍ମବିଶ୍ବାସର ସହ କଠୋର ପରିଶ୍ରମ ଜାରି ରଖନ୍ତୁ।  ନଥିବା ଛାତ୍ରଛାତ୍ରୀ ମାର୍କ ନିର୍ବିଶେଷରେ ସର୍ବଦା ଆଗକୁ ବଢିବାର ଇଚ୍ଛା ନେଇ ଆତ୍ମବିଶ୍ୱାସର ସହ କଠୋର ପରିଶ୍ରମ ଜାରି ରଖନ୍ତୁ ।

ସୂଚନା ଥାଉକି ଆଜି ପ୍ରକାଶ ପାଇଛି ମାଟ୍ରିକ୍ ରେଜଲ୍ଟ । ଚଳିତ ବର୍ଷ ୫ଲକ୍ଷ ୬୮ ହଜାର ୮୧୮ ଜଣ ପରୀକ୍ଷା ଦେଇଥିବା ବେଳେ ସେମାନଙ୍କ ମଧ୍ୟରୁ ୫ଲକ୍ଷ ୧୭ ହଜାର ୮୭୪ ଛାତ୍ରଛାତ୍ରୀ ପାସ୍‌ କରିଛନ୍ତି । ବାକି ୮୬୯୯ ଛାତ୍ରାଛାତ୍ରୀ ଫେଲ୍‌ ହୋଇଛନ୍ତି ।

Spread the love