ଶ୍ରୀଜୀଉଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ୍ ରହିବ ସାଧାରଣ ଦର୍ଶନ

ପୁରୀ ୨୦/୦୭: ଶ୍ରୀମନ୍ଦିରେ ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି । ଶ୍ରାବଣ କୃଷ୍ଣ ସପ୍ତମୀ ତିଥିରେ ଶ୍ରୀଜୀଉଙ୍କ ‘ବନକଲାଗି’ ବା’ ଶ୍ରୀମୁଖ ଶୃଙ୍ଗାର କରାଯିବ । ଦ୍ୱିତୀୟ ଭୋଗମଣ୍ଡପ ପରେ ବନକଲାଗି ନୀତି ଅନୁଷ୍ଠିତ ହେବ । ସେଥିପାଇଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ସଂଧ୍ୟା ୫ ଟାରୁ ରାତି ୧୦ଟା ଯାଏ ବନ୍ଦ ରହିବ ସାଧାରଣ ଦର୍ଶନ । ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Spread the love