+୨ରେ ଅନୁଷ୍ଠିତ ହେବ ତ୍ରୟ-ମାସିକ ପରୀକ୍ଷା, ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି

ରାଜ୍ୟର ଯୁକ୍ତଦୁଇ ଛାତ୍ରଛାତ୍ରୀଙ୍କ ପାଇଁ ଏକ ନୂଆ ସୂଚନା । ଏଣିକି ଯୁକ୍ତଦୁଇରେ ତ୍ରୟ-ମାସିକ ପରୀକ୍ଷା ଅନୁଷ୍ଠିତ ହେବ । ରାଜ୍ୟରେ ଚଳିତ ୨୦୨୨-୨୩ ଶିକ୍ଷା ବର୍ଷରେ ପରୀକ୍ଷା କରାଯିବା ନେଇ ନିଷ୍ପତ୍ତି ହୋଇଛି । ତେଣୁ ପ୍ରତି ତିନି ମାସରେ ପରୀକ୍ଷା ହେବ । ହାଇୟର ସେକେଣ୍ଡାରୀ ସ୍କୁଲ ସ୍ତରରେ ପରୀକ୍ଷା କରାଯିବ । ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

Spread the love