ଓପିଏସ୍‌ସିରେ ଯୋଗଦେଲେ ୨ ନୂତନ ସଦସ୍ୟ

କଟକ   :  ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି)ର ନୂତନ ସଦସ୍ୟ ଭାବେ ସନତ କୁମାର ମହାନ୍ତି ଏବଂ  ଡ. ସରିତା ସୁପକାର ଯୋଗଦେଇଛନ୍ତି।ସନତ କୁମାର ମହାନ୍ତି ପୂର୍ବରୁ ଖୋର୍ଦ୍ଧା ଜିଲ୍ଲାପାଳ ଏବଂ ଡ. ସୁପକାର ପୂର୍ବରୁ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ପରୀକ୍ଷା ନିୟନ୍ତ୍ରକ ଭାବେ କାର୍ଯ୍ୟରତ ଥିଲେ।ଗତକାଲି ଓପିଏସସି ଅଧ୍ୟକ୍ଷ ଡ. ସତ୍ୟଜିତ ମହାନ୍ତି ତାଙ୍କୁ ଶପଥ ପାଠ କରାଇଛନ୍ତି।

Spread the love