ରେଳ ଷ୍ଟେସନରୁ ୫ ଜଣିଆ ମହିଳା ଚୋର ଗ୍ୟାଙ୍ଗ ଠାବ

ଭୁବନେଶ୍ୱର ୦୨।୧୦ :  ଭୁବନେଶ୍ୱର ରେଳ ଷ୍ଟେସନରୁ ୫ ଜଣିଆ ମହିଳା ଚୋର ଗ୍ୟାଙ୍ଗ ଠାବ। ଏହି ଗ୍ୟାଙ୍ଗର ୫ ଜଣଙ୍କୁ ଅଟକ ରଖିଲା ଆରପିଏଫ। ଚଳନ୍ତା ଟ୍ରେନ ଓ ଷ୍ଟେସନରେ ସେମାନେ ଚୋରି କରୁଥିଲେ। ସେମାନଙ୍କ ଠାରୁ ମହିଳାଙ୍କ ଭ୍ୟାନଟି ବ୍ୟାଗ, ସୁନା ଚେନ, ମୋବାଇଲ ସହ ଚୋରି ସାମଗ୍ରୀ ଜବତ କରାଯାଇଛି। ଗ୍ୟାଙ୍ଗର ଅନ୍ୟ ସଦସ୍ୟ ଏବଂ ଅପରାଧ ସଂପର୍କରେ ଆରପିଏଫ୍ ସେମାନଙ୍କୁ ପଚରାଉଚରା କରୁଛି।

Spread the love