ପାସେଞ୍ଜର ଟ୍ରେନରେ ଲାଗିଲା ନିଆଁ, ଘଟଣାସ୍ଥଳରେ ପହଞ୍ଚିଲା ଦମକଳ ବାହିନୀ

ପାସେଞ୍ଜର ଟ୍ରେନ୍‌ରେ ଅଗ୍ନିକାଣ୍ଡ । ବ୍ରଜରାଜନଗର-ଗୁନ୍ଦିଆ ପାସେଞ୍ଜର ୍‌ଟ୍ରେନ୍‌ରେ ଲାଗିଲା ନିଆଁ । ବ୍ରଜରାଜନଗର ଷ୍ଟେସନ୍‌ରେ ଟ୍ରେନ୍‌ ଠିଆ ହୋଇଥିବା ବେଳେ ହଠାତ୍‌ ନିଆଁ ଲାଗିଯାଇଥିଲା । ନିଆଁକୁ ଆୟତ୍ତ କରିବାକୁ ଘଟଣା ସ୍ଥଳରେ ଦମକଳବାହିନୀ ପହଞ୍ଚିଥିବା ବେଳେ ନିଆଁ କେଉଁ କାରଣରୁ ଲାଗିଲା ତାହା ଅସ୍ପଷ୍ଟ ରହିଛି ।

Spread the love