News ରାଜ୍ୟ ଆସନ୍ତାକାଲି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି : ଅପରାହ୍ନ ୫ରୁ ୯ଟା ପର୍ଯ୍ୟନ୍ତ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ November 29, 2022 Satya -jagannaths-special-ritual-banakalagi-niti-to-be-held-tomorrow, state ଆସନ୍ତାକାଲି ମାର୍ଗଶିର-ଶୁକ୍ଳ ସପ୍ତମୀ ତିଥି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୫ଟାରୁ ରାତ୍ର ୯ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା। Post Views: 314 Spread the love