ଖ୍ୟାତନାମା ଅଭିନେତା ପିଣ୍ଟୁ ନନ୍ଦଙ୍କ ଦେହାନ୍ତ

ଖ୍ୟାତନାମା ଅଭିନେତା ପିଣ୍ଟୁ ନନ୍ଦଙ୍କ ଦେହାନ୍ତ  ହୋଇଯାଇଛି। ବୁଧବାର ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ହୋଇଥିବା ଖବର ମିଳିଛି। କଳା ଜଗତରେ ତାଙ୍କର ଅବଦାନ ଅପୂରଣୟ ରହିବ । ମୃତୁୟ ବେଳକୁ ତାଙ୍କୁ ମାତ୍ର ୪୫ ବର୍ଷ ହୋଇଥିଲା। ଲିଭର ସିରୋସିସ ରୋଗରେ ପୀଡ଼ିତ ହୋଇ ଅଭିନେତା ପିଣ୍ଟୁ ନନ୍ଦ ଏବେ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ତାଙ୍କ ସ୍ଥିତି ଗମ୍ଭୀର ଥିଲା ।

Spread the love