Skip to content
Sunday, March 8, 2026
Latest:
  • ଭୁବନେଶ୍ୱର-ଜଗଦଲପୁର ହୀରାଖଣ୍ଡ ଏକ୍ସପ୍ରେସରେ ରେଳଯାତ୍ରୀ ମୃତ, କାରଣ ଅସ୍ପଷ୍ଟ
  • ଆଜି ରାଜ୍ୟସଭା ପାଇଁ ନାମାଙ୍କନ, ୪ ଆସନ ପାଇଁ ୫ ପ୍ରାର୍ଥୀ
  • ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
  • ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
  • ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ ତମ ଜନ୍ମ ଜୟନ୍ତୀ
Satya Drasta

Satya Drasta

The Milestone having no Alternative

  • ରାଜନୀତି
  • ରାଜ୍ୟ
  • ଜାତୀୟ
  • କ୍ରୀଡା ଜଗତ
  • ଅନ୍ତର୍ଜାତୀୟ
  • IPL-T-20
  • English
  • ସମ୍ପାଦକୀୟ
  • ସ୍ୱତନ୍ତ୍ର
  • ବାଣିଜ୍ୟ
  • ଗ୍ଲାମର
  • ହୋଲି
  • Republic Day
  • Contact Us
News ରାଜ୍ୟ 

ମଣ୍ଟୁ ଛୁରିଆଙ୍କ ନାମରେ ଫେକ ଆକାଉଣ୍ଟ କରି ଟଙ୍କା ମାଗିବା ଘଟଣାରେ ୨ ଗିରଫ

March 2, 2023March 2, 2023 Satya 2-arrested-in-the-case-of-asking-for-money-by-using-a-fake-account, state

ପ୍ରସିଦ୍ଧ ସମ୍ବଲପୁରୀ ଗାୟକ ମଣ୍ଟୁ ଛୁରିଆଙ୍କ ନାଁରେ ଫେକ ଫେସବୁକ ଓ ପବଜି ଆକାଉଣ୍ଟ କରି ଟଙ୍କା ମାଗିବା ଅଭିଯୋଗରେ ୨ ଗିରଫ। ଗିରଫ ଅଭିଯୁକ୍ତମାନେ ଦେବଗଡ ଜିଲ୍ଲାର ହୋଇଥିବାବେଳେ ସାଇବର ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି । ଅଭିଯୁକ୍ତମାନେ ନିଜକୁ ମଣ୍ଟୁ ଛୁରିଆ କହି ଟଙ୍କା ମାଗୁଥିଲେ। ମଣ୍ଟୁଙ୍କ ଫ୍ୟାନ୍ ମାନେ ଉକ୍ତ ଆକାଉଣ୍ଟରେ ଫୋନ ପେ ମାଧ୍ୟମରେ ଟଙ୍କା ଦେଇଥିବା ପୋଲିସ କହିଛି । ତେବେ କେତେ ଟଙ୍କା ଦିଆଯାଇଛି ତାହା ସ୍ପଷ୍ଟ କରିନାହିଁ। ଫୋନ ପେ’ କୁ ସବୁ ତଥ୍ୟ ସାଇବର ସେଲ ମାଗିଛି। ତଥ୍ୟ ଆସିଲେ ସବୁ ଜଣାପଡିବ ବୋଲି ସମ୍ବଲପୁର ସାଇବର ପୋଲିସ ସୂଚନା ଦେଇଛି।  ତେବେ ମଣ୍ଟୁ ଛୁରିଆଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ପ୍ରଥମ ପର୍ଯ୍ୟାୟରେ ୨  ଜଣଙ୍କୁ ଗିରଫ କରିଛି। ଏହା ସହ ଏଭଳି ଫେକ ଆକାଉଣ୍ଟରୁ ଦୂରେଇ ରହିବା ପାଇଁ ମଣ୍ଟୁ ନିଜେ ଅନୁରୋଧ କରିବା ସହ ସଚେତନ କରାଇଛନ୍ତି।

Post Views: 675
Spread the love
  • ← ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ବିରୋଧୀ ମେଣ୍ଟକୁ ଝଟକା, ଏକାକୀ ନିର୍ବାଚନ ଲଢିବାକୁ ମମତା ଦେଲେ ସଂକେତ
  • ଦେବକୁଣ୍ଡ ଗସ୍ତରେ ୫ଟି ସଚିବ ଭିକେ ପାଣ୍ଡିଆନ →

ADVT

Recent Posts

  • ଭୁବନେଶ୍ୱର-ଜଗଦଲପୁର ହୀରାଖଣ୍ଡ ଏକ୍ସପ୍ରେସରେ ରେଳଯାତ୍ରୀ ମୃତ, କାରଣ ଅସ୍ପଷ୍ଟ March 6, 2026
  • ଆଜି ରାଜ୍ୟସଭା ପାଇଁ ନାମାଙ୍କନ, ୪ ଆସନ ପାଇଁ ୫ ପ୍ରାର୍ଥୀ March 5, 2026
  • ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ March 5, 2026
  • ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ March 5, 2026
  • ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ ତମ ଜନ୍ମ ଜୟନ୍ତୀ March 5, 2026

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    
Copyright © 2026 Satya Drasta. All rights reserved.
Theme: ColorMag by ThemeGrill. Powered by WordPress.