ସ୍କୁଲ ଓ ଗଣଶିକ୍ଷା ବିଭାଗ ସହ ଶ୍ରମ ବିଭାଗ ଦାୟିିତ୍ୱ

ଭୁବନେଶ୍ୱର: ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲୀକଙ୍କୁ ଆଉ ଦୁଇ ବିଭାଗର ଦାୟିତ୍ୱ।  ପ୍ରମିଳାଙ୍କୁ ଗଣଶିକ୍ଷା ଓ ଶ୍ରମବିଭାଗ  ଅତିରିକ୍ତ ଦାୟିତ୍ୱ। ଗତକାଲି ଦୁଇ ମନ୍ତ୍ରୀ ଇସ୍ତଫା ଦେବା ପରେ ଖାଲି ପଡିଥିଲା ବିଭାଗ। ଗତକାଲି ଇସ୍ତଫା ଦେଇଥିଲେ ଗଣଶିକ୍ଷା ମନ୍ତ୍ରୀ ଓ ଶ୍ରମ ମନ୍ତ୍ରୀ। ଗତକାଲି ମନ୍ତ୍ରୀ ସମୀର ଦାଶ ଓ ଶ୍ରୀକାନ୍ତ ସାହୁ ଇସ୍ତଫା ଦେଇଥିଲେ। ଦୁଇ ମନ୍ତ୍ରୀଙ୍କ ପୂର୍ବରୁ ବିକ୍ରମ ଆରୁଖ ବିଧାନସଭାର ବାଚସ୍ପତି ପଦରୁ ଇସ୍ତଫା ଦେଇଛନ୍ତି । ବ୍ୟକ୍ତିଗତ କାରଣ ପାଇଁ ସେ ପଦବୀରୁ ଇସ୍ତଫା ଦେଇଥିବା କହିଛନ୍ତି । ସେ ଉପବାଚସ୍ପତି ରଜନୀକାନ୍ତ ସିଂଙ୍କ ନିକଟକୁ ତାଙ୍କ ଇସ୍ତଫାପତ୍ର ପଠାଇ ଦେଇଛନ୍ତି ।

Spread the love