ସ୍ଥଗିତ ରହିଲା ପ୍ରାଥମିକ ଶିକ୍ଷକଙ୍କ ଆନ୍ଦୋଳନ

ସ୍ଥଗିତ ରହିଲା ପ୍ରାଥମିକ ଶିକ୍ଷକଙ୍କ ଆନ୍ଦୋଳନ । କିଛି ଦିନ ପାଇଁ ଆନ୍ଦୋଳନକୁ ସ୍ଥଗିତ ରଖିବାକୁ ସଂଘ ନିଷ୍ପତ୍ତି ନେଇଛି । ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ ଏନେଇ ଘୋଷଣା କରିଛନ୍ତି । ତେବେ ଦୀର୍ଘ ଦିନ ଧରି ପ୍ରାଥମିକ ଶିକ୍ଷକଙ୍କ ଆନ୍ଦୋଳନ ପରେ ଏବେ ଏହି ଆନ୍ଦୋଳନକୁ କିଛି ଦିନ ପାଇଁ ସ୍ଥଗିତ ରଖିବାକୁ ସଂଘ ନିଷ୍ପତ୍ତି ନେଇଛି ।

Spread the love