୧୦ ଦଫା ଦାବି ନେଇ ଅଙ୍ଗନବାଡି କର୍ମୀଙ୍କ ଆନ୍ଦାଳନ

ରାଜଧାନୀରେ ଗର୍ଜିଲେ ଅଙ୍ଗନବାଡି କର୍ମୀ । ୧୦ ଦଫା ଦାବି ନେଇ ଅଙ୍ଗନବାଡି କର୍ମୀଙ୍କ ଆନ୍ଦାଳନ । ଅଙ୍ଗନବାଡି କର୍ମୀଙ୍କୁ ସରକାରୀ କର୍ମଚାରୀ ମାନ୍ୟତା ଦାବି । ଏଥି ସହିତ ମାସିକ ଦରମା ୧୮ହଜାର ଟଙ୍କା ଦେବାକୁ ଦାବି କରାଯାଇଛି । ଅଙ୍ଗନବାଡି ସହାୟିକାଙ୍କୁ ୯ହଜାର ଟଙ୍କା ଦରମା ଦେବାକୁ ଦାବି ହୋଇଛି । ଖାଲି ସେତିକି ନୁହେଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଅନୁସାରେ ଗ୍ରାଚ୍ୟୁଇଟି ଦାବି । ଗ୍ରୀଷ୍ମ ଛୁଟି ପ୍ରଦାନ କରିବାକୁ ଦାବି କରିଛନ୍ତି ଅଙ୍ଗନବାଡି କର୍ମୀ । ଗାଁ କଲ୍ୟାଣ ସମିତିରୁ ଅଙ୍ଗନବାଡି କର୍ମୀଙ୍କୁ ବାଦ୍ ଦିଆଯାଉ । ଅଙ୍ଗନବାଡି କର୍ମୀଙ୍କୁ ଶିକ୍ଷୟିତ୍ରୀ ମାନ୍ୟତା ଦାବି । ଅବସରକାଳୀନ ସହାୟତା ୫ଲକ୍ଷ ଓ ୫ହଜାର ପେନସନ ଦାବି କରିଛନ୍ତି ଅଙ୍ଗନବାଡି କର୍ମୀ ।

Spread the love