ସୁନ୍ଦରଗଡ଼ରେ ମର୍ମନ୍ତୁଦ ଦୁର୍ଘଟଣାରେ ୫ ମୃତ

ସୁନ୍ଦରଗଡ଼ରେ ମର୍ମନ୍ତୁଦ ଦୁର୍ଘଟଣାରେ ୫ ମୃତ । ସଦର ଥାନା ତେଲେନଡିହି ନିକଟରେ ଅଟୋକୁ ହାଇୱା ଚାପିଦେବାରୁ ଘଟଣାସ୍ଥଳରେ ୫ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ସେହିପରି ୨ଜଣ ଗୁରୁତରଙ୍କୁ ଅବସ୍ଥାରେ ସୁନ୍ଦରଗଡ଼ ମେଡିକାଲରେ ଭର୍ତି ହୋଇଛନ୍ତି । ଭୋଜି କରିବାକୁ ଯାଇ ଫେରୁଥିବା ବେଳେ ଏଭଳି ଅଘଟଣ ଘଟିଥିବା ସୂଚନା ମିଳିଛି ।

Spread the love