News ରାଜ୍ୟ ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଯବାନ ଆହତ February 15, 2024 Satya awan-injured-in-landmine-blast-in-boudh-balmtumba, state ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଯବାନ ଆହତ । ବୌଦ୍ଧ ଜିଲ୍ଲା କଣ୍ଟାମାଳ ଥାନା ବଲମତୁମ୍ବା ଜଙ୍ଗଲରେ ଏସଓଜି ଯବାନଙ୍କ ସର୍ଚ୍ଚ ଅପରେସନ୍ ବେଳେ ଏହି ଲ୍ୟାଣ୍ଡମାଇନ୍ ବିସ୍ଫୋରଣ ହୋଇଛି । ବିସ୍ପୋରଣରେ ଆହତ ଯବାନଙ୍କୁ ଉଦ୍ଧାର କରି ସୋନପୁର ଡାକ୍ତରଖାନାକୁ ନିଆଯାଇଥିବା ଜଣାପଡ଼ିଛି । Post Views: 589 Spread the love