୫ ସଂସଦୀୟ କ୍ଷେତ୍ର ପାଇଁ ସଂଯୋଜକ ନିଯୁକ୍ତ କଲା ବିଜେଡି

୫ ସଂସଦୀୟ କ୍ଷେତ୍ର ପାଇଁ ସଂଯୋଜକ ନିଯୁକ୍ତ କଲା ବିଜେଡି । ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ପାଇଁ ଚନ୍ଦ୍ରଶେଖର ସାହୁଙ୍କୁ ଦାୟିତ୍ୱ ମିଳିଥିବାବେଳେ ଭଦ୍ରକ ପାଇଁ ମିଳିଛି ଦେବାଶିଷ ସାମନ୍ତରାୟଙ୍କୁ ଦାୟିତ୍ୱ । ସେହିପରି କେନ୍ଦ୍ରାପଡା ପାଇଁ ପ୍ରତାପ ଜେନା, କଳାହାଣ୍ଡି ପାଇଁ ସୁଜିତ କୁମାର ଓ ପୁରୀ ପାଇଁ ସୁଭାଷ ଖୁଣ୍ଟିଆଙ୍କୁ ସଂଯୋଜକ ଦାୟିତ୍ୱ ମିିଳିଛି ।

Spread the love