ରାମନବମୀ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ପବିତ୍ର ଶ୍ରୀରାମ ନବମୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ତାଙ୍କ ସୋସିଆଲ ମିଡ଼ିଆ ହ୍ୟାଣ୍ଡେଲ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ପବିତ୍ର ଶ୍ରୀରାମ ନବମୀ ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଉଛି। ମର୍ୟ୍ୟାଦାପୁରୁଷ ପ୍ରଭୁ ଶ୍ରୀରାମଙ୍କ ଆଶୀର୍ବାଦରୁ ପ୍ରତ୍ୟେକଟି ଜୀବନ ମଙ୍ଗଳମୟ ହେଉ।

Spread the love