ସୁରକ୍ଷାକର୍ମୀଙ୍କ ଗୁଳିରେ ୭ ମାଓବାଦୀ ନିପାତ

ମାଲକାନଗିରି: ଛତିଶଗଡ଼ ନାରାୟଣପୁର ଆବୁଜମାଡ଼ ଜଙ୍ଗଲରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟରେ ୭ ମାଓବାଦୀ ନିପାତ ହୋଇଥିବା ଜଣାପଡ଼ିଛି। ୭ ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ମାଓବାଦୀ ରହିଥିବା ସୂଚନା। DRG, STFର ମିଳିତ କମ୍ବିଂ ବେଳେ ମୁହାଁମୁହିଁ  ହୋଇଥିଲେ। ସର୍ଚ୍ଚ ଅପରେସନ ବେଳେ ଏକ-୪୭ ସମେତ ବିପୁଳ ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଛି। ଏ ନେଇ ଆଇଜି ପି.ସୁନ୍ଦର ରାଜଙ୍କ ସୂଚନା ଦେଇଛନ୍ତି।

Spread the love