ବହୁ ସଂଖ୍ୟାରେ ମତଦାନ କରିବାକୁ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ୱର: ଆଜି ଦେଶର ପଞ୍ଚମ ଓ ଓଡ଼ିଶାର ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ହେଉଛି। ରାଜ୍ୟର ୫ଟି ଲୋକସଭା ଆସନ  ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଓ ଆସ୍କା ଏବଂ ଏହା ଅଧିନସ୍ଥ ୩୫ଟି ବିଧାନସଭା ନିର୍ବାଚନମଣ୍ଡଳୀର ଲୋକ ସେମାନଙ୍କ ନେତା ବାଛୁଛନ୍ତି। ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଭୋଟ୍ ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଗଣତନ୍ତ୍ରର ଏହି ମହାନ ପର୍ବରେ ସାମିଲ ହେବାକୁ ଆହ୍ବାନ ଦେଇଛନ୍ତି।

Spread the love