୨୪ ଜିଲ୍ଲାକୁ ପହଞ୍ଚିଲା ମୌସୁମୀ

ରାଜ୍ୟରେ ୨୪ ଜିଲ୍ଲାକୁ ଛୁଇଁଲା ମୌସୁମୀ । ଦିନ ଦୁଇଦିନ ମଧ୍ୟରେ ସାରା ରାଜ୍ୟକୁ ଛୁଇଁବା ଆକଳନ କରାଯାଇଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ସେପଟେ ରାଜଧାନୀ ଭୁବନେଶ୍ୱରରେ ଆଜି ପ୍ରବଳ ବର୍ଷା ହୋଇଛି । ପ୍ରବଳ ବର୍ଷା ଫଳରେ ରାଜଧାନୀରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି । ରାସ୍ତାରେ ବର୍ଷା ପାଣି ଜମନି ରହିବାରୁ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଛି ।

Spread the love