ଆଇଏଲ୍‌ଏସ୍‌ ବୈଜ୍ଞାନିକ ସନ୍ଦୀପ ମିଶ୍ରଙ୍କ ଆତ୍ମହତ୍ୟା

ଭୁବନେଶ୍ୱର,୨୫ା୮: ଆଇଏଲ୍‌ଏସ୍‌ର ବୈଜ୍ଞାନିକ ସନ୍ଦୀପ ମିଶ୍ର ଆତ୍ମହତ୍ୟା କରିଛନ୍ତି। ଭୁବନେଶ୍ବରସ୍ଥିତ ତାଙ୍କ ଘରୁ ମୃତଦେହ ଉଦ୍ଧାର କରାଯାଇଛି। ଏହା ପରେ ଏକ ଘରୋଇ ହସ୍ପିଟାଲକୁ ନିଆଯାଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଏବେ କ୍ୟାପିଟାଲ ହସ୍ପିଟାଲରେ ବ୍ୟବଚ୍ଛେଦ ପାଇଁ ମୃତଦେହ ରଖାଯାଇଛି। ସ୍ତନ କର୍କଟ ରୋଗର ଚିକିତ୍ସା କ୍ଷେତ୍ରରେ ସନ୍ଦୀପଙ୍କ ଉଲ୍ଲେଖନୀୟ ଭୂମିକା ରହିଥିଲା।

Spread the love