ନନ୍ଦନକାନନରେ ନୂଆ ଅତିଥି

ଭୁବନେଶ୍ବର: ନନ୍ଦନକାନନରେ ମୋଟ ୧୪ଟି ଏସିୟ ସିଂହଙ୍କ ମଧ୍ୟରେ ୯ ଟି ଅଣ୍ତିରା , ୫ଟି ମାଈ ଓ ହାଇବ୍ରିଡ ୭ଟି ସିଂହ ମଧ୍ୟରେ ୪ ଅଣ୍ଡିରା ୩ ମାଈଙ୍କୁ ମିଶାଇ ସର୍ବମୋଟ ୨୧ଟି ସିଂହ ଥିଲେ। ଏହା ସହିତ ନନ୍ଦନକାନନର ମୋଟ ସିଂହ ସଂଖ୍ୟ ୨୫କୁ ବୃଦ୍ଧି ହୋଇଛି। ଏନେଇ ପ୍ରାଣୀ ଉଦ୍ୟାନରେ ଆନନ୍ଦର ବାତାବରଣ ସୃଷ୍ଟି ହୋଇଛି।

Spread the love