ବିଧାନସଭା ଦିନ ୧୧ଟା ୩୦ ଯାଏଁ ମୁଲତବୀ

ସୋମବାର ବିଧାନସଭା ଆରମ୍ଭରୁ ବିଜେପି ବିଧାୟକଙ୍କ ହଟ୍ଟଗୋଳ । ଗୃହ ଦିନ ୧୧ଟା ୩୦ ପର୍ଯ୍ୟନ୍ତ ମୁଲତବୀ । ସୋମବାର ଗୃହକାର୍ଯ୍ୟ ଆରମ୍ଭ ହେବା ମାତ୍ରେ ବିଜେପି ବିଧାୟକମାନେ ବାଚସ୍ପତିଙ୍କ ପୋଡିୟମ ନିକଟକୁ ଆସି ନାରାବାଜି କରିଥିଲେ । ଫଳରେ ବାଚସ୍ପତି ଦିନ ୧୧.୩୦ ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ।

Spread the love