କିଟକାଟ ଖୋଳରେ ଗଞ୍ଜେଇ ଚାଲାଣ, 2 ଗିରଫ

ଚକଲେଟ ଖୋଳରେ ଗଞ୍ଜେଇ ଚାଲାଣ | କଥାଟି ଶୁଣିବାକୁ ଟିକେ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏକଥା ସମ୍ପୂର୍ଣ୍ଣ ସତ | ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ଦୁଇ ଜଣ ବ୍ୟକ୍ତି ଗଞ୍ଜେଇ ଚାଲାଣ କରୁଥିବାବେଳେ ପୁଲିସ ସେମାନଙ୍କୁ ଗିରଫ କରିଛି | ଏମାନଙ୍କ ପାଖରୁ ୫୬ କିଲୋ ଗଞ୍ଜେଇ ଜବତ ହୋଇଥିବାବେଳେ ଏହାର ଆନୁମାନିକ ମୂଲ୍ୟ ୮ ଲକ୍ଷ ଟଙ୍କା ହୋଇଥିବାର ଜଣାପଡିଛି | ଚକଲେଟ ଖୋଳରେ ଗଞ୍ଜେଇ ଚାଲାଣ | କଥାଟି ଶୁଣିବାକୁ ଟିକେ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏକଥା ସମ୍ପୂର୍ଣ୍ଣ ସତ | ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ଦୁଇ ଜଣ ବ୍ୟକ୍ତି ଗଞ୍ଜେଇ ଚାଲାଣ କରୁଥିବାବେଳେ ପୁଲିସ ସେମାନଙ୍କୁ ଗିରଫ କରିଛି | ଏମାନଙ୍କ ପାଖରୁ ୫୬ କିଲୋ ଗଞ୍ଜେଇ ଜବତ ହୋଇଥିବାବେଳେ ଏହାର ଆନୁମାନିକ ମୂଲ୍ୟ ୮ ଲକ୍ଷ ଟଙ୍କା ହୋଇଥିବାର ଜଣାପଡିଛି|

 

 

Spread the love