କାଲିଠୁ ଦ୍ୱିତୀୟ ପର୍ଯ୍ୟାୟ ବଜେଟ୍‌ ଅଧିବେଶନ

ଭୁବନେଶ୍ୱର,୧୨।୭: ବିଧାନସଭା ଦ୍ୱିତୀୟ ପର୍ଯ୍ୟାୟ ବଜେଟ୍‌ ଅଧିବେଶନ ବୁଧବାରଠାରୁ ଆରମ୍ଭ ହେବ। ଏଥିରେ ୧୪ ତାରିଖରୁ ୨୮ ତାରିଖ ଯାଏ ବିଭିନ୍ନ ବିଭାଗର ଖର୍ଚ୍ଚ ଦାବି ଉପରେ ଆଲୋଚନା ହେବ। ଯେଉଁ ବିଭାଗର ଖର୍ଚ୍ଚ ଦାବି ଉପରେ ଆଲୋଚନା ହୋଇପାରିବନି, ତାହା ୨୯ ତାରିଖର ଗିଲୋଟିନ ଜରିଆରେ ପାରିତ ହେବ । ବାଚସ୍ପତି ବିକ୍ରମ ଆରୁଖ କହିଛନ୍ତି, ୩୦ ତାରିଖରେ ୨୦୨୨-୨୩ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁରୀ ବିଲ ପାରିତ ହେବ ।

Spread the love