ବସ୍ ଦୁର୍ଘଟଣା, ୨୦ ଜଣ ଆହତ

ଗଜପତି : ରାୟଗଡ଼ା ମାର୍ଲବା ଘାଟିରେ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ । ୨୦ ଜଣ ଆହତ ହୋଇଥିବା ବେଳେ ୪ ଜଣ ଗୁରୁତର ଅଛନ୍ତି । ଘାଟି ଓହ୍ଲାଇବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି ବସ୍ । ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ କରୁଛନ୍ତି । ବ୍ରହ୍ମପୁରରୁ ପାରଳାଖେମୁଣ୍ଡି ଅଭିମୁଖେ ଆସୁଥିଲା ଯାତ୍ରୀବାହୀ ବସ ।

Spread the love