ACF ସୌମ୍ୟରଞ୍ଜନଙ୍କ ମୃତ୍ୟୁ ମାମଲା: ପୂର୍ବତନ DFO ଓ ରୋଷେୟାଙ୍କ ନାଁରେ NBW ଜାରି

ପାରଳାଖେମୁଣ୍ଡି ACF ସୌମ୍ୟରଞ୍ଜନଙ୍କ ମୃତ୍ୟୁ ମାମଲାରେ ନୂଆ ମୋଡ଼। ମୃତ ସୌମ୍ୟରଞ୍ଜନ ପତ୍ନୀଙ୍କ ସମେତ ୩ ଜଣଙ୍କ ବିରୋଧରେ ଜାମିନବିହୀନ ଗିରଫ ପରୱାନା ଜାରି। ବିଦ୍ୟାଭାରତୀ, ପୂର୍ବତନ DFO ଓ ରୋଷେୟାଙ୍କ ନାଁରେ NBW ଜାରି କରାଯାଇଛି। ୩ ଜଣ ଅଭିଯୁକ୍ତଙ୍କ ନାଁରେ ଜାମିନ ବିହୀନ ଗିରଫ ପରଓ୍ଵାନା ଜାରି। ୭ ଜୁଲାଇ ସୁଦ୍ଧା ପାରଳାଖେମୁଣ୍ଡି SDJM କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ମୃତ ସୌମ୍ୟରଞ୍ଜନଙ୍କ ବାପା ଅଭିରାମ ମହାପାତ୍ର ପାରଳାଖେମୁଣ୍ଡି ସ୍ଥିତ SDJM କୋର୍ଟରେ ଏକ ୱାନ୍‌ ସିସି ମାମଲା ରୁଜୁ କରିଥିଲେ।

Spread the love