Skip to content
Saturday, March 7, 2026
Latest:
  • ଭୁବନେଶ୍ୱର-ଜଗଦଲପୁର ହୀରାଖଣ୍ଡ ଏକ୍ସପ୍ରେସରେ ରେଳଯାତ୍ରୀ ମୃତ, କାରଣ ଅସ୍ପଷ୍ଟ
  • ଆଜି ରାଜ୍ୟସଭା ପାଇଁ ନାମାଙ୍କନ, ୪ ଆସନ ପାଇଁ ୫ ପ୍ରାର୍ଥୀ
  • ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
  • ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
  • ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ ତମ ଜନ୍ମ ଜୟନ୍ତୀ
Satya Drasta

Satya Drasta

The Milestone having no Alternative

  • ରାଜନୀତି
  • ରାଜ୍ୟ
  • ଜାତୀୟ
  • କ୍ରୀଡା ଜଗତ
  • ଅନ୍ତର୍ଜାତୀୟ
  • IPL-T-20
  • English
  • ସମ୍ପାଦକୀୟ
  • ସ୍ୱତନ୍ତ୍ର
  • ବାଣିଜ୍ୟ
  • ଗ୍ଲାମର
  • ହୋଲି
  • Republic Day
  • Contact Us
News ରାଜ୍ୟ 

ସାଂସଦ ଅନୁଭବଙ୍କ ଇନଷ୍ଟାଗ୍ରାମ୍ ବ୍ଲକ

October 16, 2022 Satya anubhav-mohanty-social-media-account-hacked, state

କଟକ ୧୬।୧୦: ସାଂସଦ ଅନୁଭବ ମହାନ୍ତିଙ୍କ ନାଁରେ ଇନଷ୍ଟାଗ୍ରାମରେ ଫେକ୍ ଆକାଉଣ୍ଟ। ଫେକ୍ ଆକାଉଣ୍ଟ କରି ସାଂସଦ ଅନୁଭବ ମହାନ୍ତିଙ୍କ ନାଁରେ କେହି ଡୋନେସନ ମାଗୁଥିବା ଅଭିଯୋଗ। କଟକ ସାଇବର ଥାନାରେ ଏନେଇ ଅଭିଯୋଗ କରିଛନ୍ତି ସାଂସଦ ଅନୁଭବ ମହାନ୍ତି। ସାଇବର ହ୍ୟାକର ଅନୁଭବଙ୍କ ପ୍ରକୃତ ଆକାଉଣ୍ଟକୁ ବ୍ଲକ କରି ଦେଇଥିବା ମଧ୍ୟ ଅଭିଯୋଗ କରିଛନ୍ତି ଅନୁଭବ ମହାନ୍ତି। ଫେକ ଆକାଉଣ୍ଟ ଯୋଗୁଁ ଅନୁଭବଙ୍କ ଫ୍ୟାନମାନେ ଠକାମିର ଶିକାର ହେଉଥିବା ସେ ଥାନାରେ ଅଭିଯୋଗ କରିଛନ୍ତି।

Post Views: 173
Spread the love
  • ← ତ୍ୱଚାରେ ଉଷୁମ ପାଣିର ପ୍ରଭାବ
  • ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୭ କୋଭିଡ୍ ପଜିଟିଭ୍ →

ADVT

Recent Posts

  • ଭୁବନେଶ୍ୱର-ଜଗଦଲପୁର ହୀରାଖଣ୍ଡ ଏକ୍ସପ୍ରେସରେ ରେଳଯାତ୍ରୀ ମୃତ, କାରଣ ଅସ୍ପଷ୍ଟ March 6, 2026
  • ଆଜି ରାଜ୍ୟସଭା ପାଇଁ ନାମାଙ୍କନ, ୪ ଆସନ ପାଇଁ ୫ ପ୍ରାର୍ଥୀ March 5, 2026
  • ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ March 5, 2026
  • ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ March 5, 2026
  • ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ ତମ ଜନ୍ମ ଜୟନ୍ତୀ March 5, 2026

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    
Copyright © 2026 Satya Drasta. All rights reserved.
Theme: ColorMag by ThemeGrill. Powered by WordPress.