ରାଜଭବନ ନିକଟସ୍ଥ ପେଟ୍ରୋଲ ଟାଙ୍କିରେ ବିସ୍ଫୋରଣ

ରାଜଭବନ ନିକଟସ୍ଥ ଇଣ୍ଡିଆନ ଅଏଲ ପେଟ୍ରୋଲ ଟାଙ୍କିରେ ଆଜି ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି । ଏହା ଫଳରେ ଟାଙ୍କିରେ ନିଆଁ ଲାଗିଯାଇଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଓ ପୁଲିସ ପହଞ୍ଚିଛନ୍ତି । କେଉଁ କାରଣରୁ ଟାଙ୍କିରେ ନିଆଁ ଲାଗିଲା ସେ ସମ୍ପର୍କରେ ଜଣାପଡ଼ିନାହିଁ ।

Spread the love