News ରାଜ୍ୟ ଭୁବନେଶ୍ୱର ୟୁନିଟ୍-୧ ମାର୍କେଟରେ ଅଗ୍ନିକାଣ୍ଡ, ୫ଟି ଦୋକାନ ଜଳିପୋଡି ପାଉଁଶ September 1, 2021September 1, 2021 Satya state, unit1 ଭୁବନେଶ୍ୱର ୟୁନିଟ୍-୧ ମାର୍କେଟରେ ଅଗ୍ନିକାଣ୍ଡ। ନିଆଁ ଲାଗି ୫ଟି ଦୋକାନ ଜଳିପୋଡି ପାଉଁଶ ହୋଇଯାଇଛି। ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଥିବା ଅନୁମାନ କରାଯାଉଛି। ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲା। Post Views: 237 Spread the love