News ରାଜ୍ୟ ଭୁବନେଶ୍ୱରର ଗାନ୍ଧି ମାର୍ଗରେ ଜାତୀୟ ପତାକା ଉତ୍ତୋଳନ January 26, 2019January 26, 2019 Satya state ୭୦ତମ ସାଧାରଣତନ୍ତ୍ର ଦିବସ ଅବସରରେ ଭୁବନେଶ୍ୱରର ଗାନ୍ଧି ମାର୍ଗରେ ଜାତୀୟ ପତାକା ଉତ୍ତୋଳନ କଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ପରେଡ୍ରେ ସାମରିକ ଓ ବେସାମରିକ କ୍ଷେତ୍ରର ୫୪ଟି ଟ୍ରୁପ୍ ସାମିଲ୍ l Post Views: 154 Spread the love