ବିଜେପିରୁ ସନତ ଗଡତିଆ

କେନ୍ଦ୍ରୀୟ ନିର୍ବାଚନ କମିଟିର ନିଷ୍ପତିକ୍ରମେ ଓଡିଶାରେ ହେବାକୁ  ଥିବା (୨) ବିଜେପୁର ବିଧାନସଭା ଉପ ନିର୍ବାଚନ ପାଇଁ ସନତ ଗଡତିଆଙ୍କ ନାମ ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଶ୍ରୀ ଜେ.ପି.ନଡ୍ଡା ଘୋଷଣା କରିଛନ୍ତି । ଏକ ପ୍ରେସ ବିଜ୍ଞପ୍ତିରେ ରାଜ୍ୟ ଗଣମାଧ୍ୟମ ବିଭାଗ ମୁଖ୍ୟ ଓ ମୁଖପାତ୍ର ଶ୍ରୀ ଗୋଲକ ମହାପାତ୍ର ସୁଚନା ଦେଇଛନ୍ତି ।

Spread the love